ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି
ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତ ନିର୍ବାଚନ ଆୟୋଗ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ (ସୋମବାର) ତାରିଖ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ (ବୁଧବାର) ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪ (ଶୁକ୍ରବାର) ତାରିଖକୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୧ … Read more