ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର: ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍ରେ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ଜିଲ୍ଲାସ୍ତରରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପଚାରି ବୁଝିବା ସହିତ କଳାବଜାରୀ, ବେଆଇନ ମହଜୁଦକାରୀ ଦରଦାମ୍ ବୃଦ୍ଧି ପ୍ରତି ଜିଲ୍ଲାପାଳମାନେ ନିୟମିତ ଭାବେ … Read more