କେନ୍ଦ୍ରୀୟ ବିଦ୍ୟାଳୟ ଆଗରେ ବୋମା ମାଡ଼
ଭୁବନେଶ୍ୱର:ଶୁକ୍ରବାର ସକାଳୁ ସକାଳୁ ଭୁବନେଶ୍ୱର ଗାଡ଼କଣରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ-୩ ଫାଟକ ଉପରକୁ ହୋଇଛି ବୋମା ମାଡ଼ । ମଞ୍ଚେଶ୍ୱର ଥାନା ପୋଲିସ ଏବଂ ରେଳ ବିଭାଗ ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଆଜି ସକାଳ ପ୍ରାୟ ୭ଟା ୪୫ ସୁଦ୍ଧା କେନ୍ଦ୍ରୀୟ ବିଦ୍ୟାଳୟ ସମସ୍ତ ଛାତ୍ରଛାତ୍ରୀ ବିଦ୍ୟାଳୟ ଭିତରକୁ ପ୍ରବେଶ କରିଯାଇଥିଲେ । ଏହା ପରେ ୭ଟା ୫୫ରୁ ୮ଟା ମଧ୍ୟରେ କେହି ଦୁର୍ବୃତ୍ତ ବାଇକରେ ଆସି ୨ଟି … Read more