December 6, 2025 2:50 pm

ଦେହରେ ନିଆଁ ଲଗାଇ ଆଇନଜୀବୀ ଙ୍କ ଆତ୍ମହତ୍ୟା

ଭୁବନେଶ୍ୱର: ଦେହରେ ନିଆଁ ଲଗାଇ ଜଳି ଗଲେ ଆଇନଜୀବୀ । ମୃତକ ଜଣକ ହେଲେ ପାଣ୍ଡରା ଅଞ୍ଚଳ ର ୪୬ ବର୍ଷୀୟ ଦୀପକ ସାହୁ । ଖବର ପାଇ ମଞ୍ଚେଶ୍ୱର ଥାନା ପୁଲିସ ଘଟଣାସ୍ଥଳରୁ ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପଠାଇଛି । ହେଲେ ସେ କାହିଁକି ଆତ୍ମହତ୍ୟା ନିଷ୍ପତ୍ତି ନେଲେ , ଆତ୍ମାହୁତି ପଛର କାରଣ କ’ଣ, ତାହା ସ୍ପଷ୍ଟ ହୋଇନାହିଁ । ଦୀପକ ମାନସିକ ରୋଗରେ ଆକ୍ରାନ୍ତ ଥିବା … Read more

ଜଳିଗଲା ଆମ ବସ, ଚଳନ୍ତା ଅବସ୍ଥାରେ ଲାଗିଥିଲା ନିଆଁ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ପରିବହନ ନିଗମର ଏକ ବସ (ଓଡି-୩୩, ୟୁ-୭୩୪୯) ଜଗତପୁରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଗଡ଼ିଖୋର୍ଦ୍ଧା ଛକ ନିକଟରେ ହଠାତ୍ ବସର ଇଞ୍ଜିନରୁ ଧୂଆଁ ବାହାରିବା ସହ ନିଆଁ ଲାଗିଯାଇଥିଲା। ଆଜି ମଧ୍ୟାହ୍ନରେ ୧୬ ନମ୍ବର ଜାତୀୟ ରାଜପଥର ଖୋର୍ଦ୍ଧା ନିକଟସ୍ଥ ଗଡ଼ଖୋର୍ଦ୍ଧା ଛକରେ ଏକ ଚଳନ୍ତା ଆମ ବସରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫଳରେ ବସଟି ସମ୍ପୂର୍ଣ୍ଣ ଜଳି ପାଉଁଶ ହୋଇଯାଇଛି।ମିଳିଥିବା ଖବରରୁ ଜଣାପଡ଼ିଛି ଯେ, ଶଟ୍‌ସର୍କିଟ୍‌ରୁ ଯୋଗୁ ନିଆଁ ଲାଗିଥାଇପାରେ, … Read more

ଧର୍ମଘଟ ପ୍ରତ୍ୟାହୃତ,ଆଜିଠୁ ଗଡିବ ବସ୍‌

ଭୁବନେଶ୍ୱର: ଆଜି ଠାରୁ ଘରୋଇ ବସ୍‌ ଚଳାଚଳ ସ୍ୱାଭାବିକ ହେବ। ସରକାର ସୁରକ୍ଷା ଯୋଗାଇଦେବାକୁ ସହମତି ପ୍ରକାଶ କରିଥିବାରୁ ସବୁ ରୁଟ୍‌ରେ ଘରୋଇ ବସ୍‌ ଗଡ଼ିବ। ଏନେଇ ଶୁକ୍ରବାର ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯିବା ପରେ ପୁରୀଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଡ୍ରାଇଭର ମହାସଂଘର … Read more

ଘୋଷଣା ହେବ ୧୨ ନୂଆ NAC

ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟବାସୀଙ୍କ ପାଇଁ ଅନେକ ଯୋଜନା ନେଇ ଆସୁଛନ୍ତି ସରକାର । ଏହା ଭିତରେ ବହୁ ପ୍ରତିକ୍ଷିତ ଏନଏସି ଘୋଷଣା କରିବାକୁ ଯୋଜନା ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୨ରୁ ଅଧିକ ଏନଏସି ଘୋଷଣା ହେବ । ଆସନ୍ତୁ ନଜର ପକାଇବା, ତାଲିକାରେ ଥିବା କିଛି ଏନଏସସି ଉପରେ । ପାଲଲହଡ଼ା, ଧୁଷୁରୀ, ତିହିଡ଼ି, ସାଲେପୁର, ଚିତ୍ରଡ଼ା, ବେତନଟୀ ସହ ଆଉ ଦାବି ହେଉଥିବା କିଛି ଅଞ୍ଚଳ ଏହି ତାଲିକାରେ ସାମିଲ ହେବ … Read more