ଝାରସୁଗୁଡ଼ା: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍ଘାଟନ କରି ସାରା ଦେଶରେ ୯୭,୫୦୦ରୁ ଅଧିକ ଟେଲିକମ୍ ଟାୱାର କାର୍ଯ୍ୟକ୍ଷମ କରିଛନ୍ତି । ଓଡ଼ିଶା ପାଇଁ ମୋଟ୍ ୧୭ ଶହ କୋଟିର ରେଳ ପ୍ରକଳ୍ପ ଭେଟି ଦେଇଛନ୍ତି । ସମ୍ବଲପୁର-ସରଲା ମଧ୍ୟରେ ୨୭୩ କୋଟିର ରେଲ୍ ଫ୍ଲାଇ ଓଭର । କୋରାପୁଟ-ବାଇଗୁଡ଼ା ରେଲୱେ ଦେହରୀକରଣ ପାଇଁ ୪୮୧ କୋଟି । ବ୍ରହ୍ମପୁର- ସୁରତ ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସ୍ର ଶୁଭାରମ୍ଭ । ରାଜ୍ୟର ୧୩୦ଟି ଉଚ୍ଚ ଶିକ୍ଷାନୁଷ୍ଠାନରେ WI-FI ସୁବିଧା ପାଇଁ ୯୦ କୋଟି । ୫୦ ହଜାର ଅନ୍ତ୍ୟୋଦୟ ଘର କାର୍ଯ୍ୟାଦେଶ ବଣ୍ଟନ । BSNL ଦ୍ବାରା ସ୍ବଦେଶୀ 4G (5G ପ୍ରସ୍ତୁତ) ନେଟୱର୍କ ସାମିଲ ହେଲା । ଅନେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ VCରେ ସାମିଲ ହେଲେ । VCରେ ସାମିଲ ହେଲେ ଆନ୍ଧ୍ର, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ । ମହାରାଷ୍ଟ୍ର, ଆସାମ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ମଧ୍ୟ VCରେ ସାମିଲ । ଅନେକ କେନ୍ଦ୍ର ମନ୍ତ୍ରୀ ମଧ୍ୟ VCରେ ସାମିଲ ହେଲେ ।
Post Views: 58









